ମେ’ ୨ଯାଏଁ କାଳବୈଶାଖୀ ବର୍ଷା; ଆଜି ଏହି ଜିଲାରେ ବର୍ଷିବ

ଭୁବନେଶ୍ୱର : ପ୍ରବଳ ଖରା ଓ ଗରମରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆସନ୍ତା ମେ’ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ସହ କୁଆପଥର ବର୍ଷା ମଧ୍ୟ ହେବ। ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ଏହାସହ ମଙ୍ଗଳବାର ୫ ଜିଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, … Continue reading ମେ’ ୨ଯାଏଁ କାଳବୈଶାଖୀ ବର୍ଷା; ଆଜି ଏହି ଜିଲାରେ ବର୍ଷିବ