ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର : ପ୍ରଚଣ୍ଡ ଖରା ଓ ଅସହ୍ୟ ଗରମ ପରେ ବୁଧବାର ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡିଶାରେ ପ୍ରବେଶ କରିଛି। ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଦକ୍ଷିଣ ଓଡିଶାରେ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ୧୯୯୯ ମେ’୨୮ରେ ଓ ୨୦୦୯ରେ ମେ’ ୨୫ରେ ମୌସୁମୀ ଓଡିଶା ଛୁଇଁଥିଲା। ସେପଟେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ … Continue reading ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
Copy and paste this URL into your WordPress site to embed
Copy and paste this code into your site to embed