ଆସୁଛି ୨ଟି ଲଘୁଚାପ; ଜୁଲାଇ ୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସୁଛି ୨ଟି ଲଘୁଚାପ। ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା । ସାରା ରାଜ୍ୟରେ ବର୍ଷା ନେଇ ଶନିବାର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଅଧିକ ବର୍ଷା ନେଇ ବହୁ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ୧୬ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, … Continue reading ଆସୁଛି ୨ଟି ଲଘୁଚାପ; ଜୁଲାଇ ୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା