ସକ୍ରିୟ ମୌସୁମୀ ; ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଏସବୁ ଜିଲାରେ ପ୍ରବଳ ବର୍ଷିବ..

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା। ୨୪ ଘଣ୍ଟାରେ ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଖୋର୍ଦ୍ଧା , ଗଞ୍ଜାମକୁ ଅତି ପ୍ରବଳ ବର୍ଷା ପାଇଁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ଦେଖନ୍ତୁ ଭିଡିଓ ; ବର୍ଷାରେ ନାଚୁଥିଲେ ଯୁବତୀ, ହଠାତ୍ ମାରିଲା ବିଜୁଳି, ଆଉ ତା’ପରେ.. Related … Continue reading ସକ୍ରିୟ ମୌସୁମୀ ; ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା, ଏସବୁ ଜିଲାରେ ପ୍ରବଳ ବର୍ଷିବ..