www.samajalive.in
Friday, December 5, 2025
20.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ଏସବୁ ଜିଲାରେ ବର୍ଷିବ…

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କ୍ରମେ ଏହା ଦକ୍ଷିଣ ଓଡିଶା ଉପକୂଳ ଆଡକୁ ପରିବ୍ୟାପ୍ତ ହେବ ।


ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅନେକ ଅଞ୍ଚଳରେ ବର୍ଷା ହେଉଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ରାୟଗଡା ଏବଂ କୋରାପୁଟ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories