କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର! ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା..
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଓଡିଶାରେ ଜୁନରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ … Continue reading କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର! ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା..
Copy and paste this URL into your WordPress site to embed
Copy and paste this code into your site to embed