www.samajalive.in
Saturday, December 6, 2025
26.1 C
Bhubaneswar

ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ; ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ..

ଭୁବନେଶ୍ୱର : ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ। ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କଳିଙ୍ଗପଟ୍ଟନମ ଠାରୁ ୮୦, ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବପାତ ରହିଛି ବୋଲି ଟ୍ୱିଟ ଯୋଗ ସୂଚନା ଦିଆଯାଇଛି ।

ଶନିଙ୍କ କୃପାରୁ ନଭେମ୍ବର ପର୍ଯ୍ୟନ୍ତ ଏହି ରାଶିଙ୍କ ଚମକିବ ଭାଗ୍ୟ, ମିଳିବ ଧନ, ଚାକିରିରେ ହେବ ଉନ୍ନତି..

- Advertisement -


ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲାର କିଛି ସ୍ଥାନରେ ଶନିବାର ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ରାୟଗଡା, ଗଜପତି, ବଲାଙ୍ଗୀର ଜିଲାରେ ମଧ୍ୟ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଦେଖନ୍ତୁ ଭିିଡିଓ; ଜଙ୍ଗଲ ଭିତରୁ ଗାଁ ରାସ୍ତାକୁ ହଠାତ୍‌ ପଳାଇ ଆସିଲା ସିଂହ, ତା’ପରେ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories