www.samajalive.in
Sunday, December 14, 2025
17.1 C
Bhubaneswar

ସକ୍ରିୟ ଘୂର୍ଣ୍ଣିବଳୟ: ୧୮ ଯାଏଁ ବର୍ଷା

ଭୁବନେଶ୍ବର : ଝାଡ଼ଖଣ୍ଡ ଓ ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବାରୁ ଘୂର୍ଣ୍ଣିବଳୟ ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବିଜୁଳି ଘଡ଼ଘଡ଼ି ସହିତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ଏହାସହିତ ୧୪ରୁ ୧୫ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ ବର୍ଷା ପାଇଁ ସତର୍କତା ଜାରି ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories