www.samajalive.in
Monday, December 15, 2025
26.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦୁଇ ତିନି ଦିନ ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ମୁହାଁଇବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଆଜି ପାଇଁ ୧୨ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ସତର୍କତା ଜାରି କରାଯାଇଚି।  ପ୍ରବଳ ବର୍ଷା ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଭଦ୍ରକ, କୋରାପୁଟ, ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।  ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories