www.samajalive.in
Saturday, December 6, 2025
16.1 C
Bhubaneswar

ଆଜିଠୁ କମିବ ବର୍ଷା: ମୟୂରଭଞ୍ଜ ଓ ବାଲେଶ୍ବରରେ ସ୍ଥିତି ବେହାଲ

ଭୁବନେଶ୍ବର : ମୟୁରଭଞ୍ଜ , ବାଲେଶ୍ବର ପରେ ଏବେ ସୁନ୍ଦରଗଡ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷିବ। ସମ୍ଭାବନ୍ୟ ବର୍ଷାକୁ ଦେଖି ଆଜି ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଗୁଆ​‌ ସତର୍କ କରିଦିଆଯାଇଛି। ସେହିପରି ରାସ୍ତାରେ ଯାତାୟାତ ସମସ୍ୟା ହୋଇପାରେ ଏବଂ କଚ୍ଚା ଘର ଭାଙ୍ଗିଯାଇପାରେ।  ତେବେ ସୁନ୍ଦରଗଡ ଏବଂ କେନ୍ଦୁଝର ବ୍ୟତୀତ ମୟୁରଭଞ୍ଜ , ଦେବଗଡ, ସମ୍ବଲପୁର , ବରଗଡ, ଝାରସୁଗୁଡା ଏବଂ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ ବର୍ଷାକୁ ଦେଖି ୟେଲୋ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories