www.samajalive.in
Saturday, December 6, 2025
17.1 C
Bhubaneswar

ଦଶହରାରେ ଶୁଖିଲା ରହିବ ପାଗ!

ଭୁବନେଶ୍ଵର: ଲଗାତାର ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ପରେ ଏଥର ଦଶହରାରେ ପାଗ ଶୁଖିଲା ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଅଳ୍ପ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ। ଆସନ୍ତା ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ନାହିଁ। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଭୁବନେଶ୍ଵର ଏବଂ କଟକ ସହରରେ  ଆକାଶ ଆଂଶିକ ମେଘାଚ୍ଛନ୍ନ ରହିବାର ସମ୍ଭାବନା ରହିଛି। ସୋମବାର ମୟୁରଭଞ୍ଜ ଜିଲ୍ଲା ଚନ୍ଦନପୁରରେ ସର୍ବାଧିକ ୭୭.୬ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ବାଙ୍ଗିରପୋଷିରେ ୬୬, ମାଲକାନଗିରିରେ ୩୪.୫, ବରଗଡରେ ୩୪.୬, ସମ୍ବଲପୁର ଓ ଝାରସୁଗୁଡାରେ ୩୫ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories