www.samajalive.in
Tuesday, December 9, 2025
17.1 C
Bhubaneswar

ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି ୧୩ ଜିଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି। ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ।

ସେହିପରି ଆସନ୍ତାକାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହାଛଡ଼ା ଭୁବନେଶ୍ବର ଓ କଟକରେ ମଧ୍ୟ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories