www.samajalive.in
Saturday, December 6, 2025
16.1 C
Bhubaneswar

ଅସ୍ତବ୍ୟସ୍ତ କରୁଛି ଘନକୁହୁଡ଼ି : ୩୦ ପର୍ଯ୍ୟନ୍ତ ନିସ୍ତାର ନାହିଁ

ଭୁବନେଶ୍ବର : ଶୀତ କମିଥିଲେ ବି ଘନକୁହୁଡ଼ି ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କଲାଣି। ‌ସନ୍ଧ୍ୟା ୭ରୁ ସକାଳ ୯ଟା ପର୍ଯ୍ୟନ୍ତ ଘନକୁହୁଡ଼ି ବାୟୁମଣ୍ଡଳକୁ ଆଚ୍ଛାଦିତ କରୁଛି। କୁହୁଡ଼ି ଯୋଗୁଁ ମୁହଁକୁ ମୁହଁ ଦିଶୁ ନ ଥିବାବେଳେ ଯାତାୟାତ ପ୍ରଭାବିତ ହେଉଛି। ବାରମ୍ବାର ଦୁର୍ଘଟଣା ଘଟୁଛି। ମଙ୍ଗଳବାର ପ୍ରବଳ କୁହୁଡ଼ି ଯୋଗୁ କଟକ ତେଲେଙ୍ଗାପେଣ୍ଠ ଛକରେ ଏକ କ୍ଷୀର ଗାଡ଼ି ଭାରସାମ୍ୟ ହରାଇ ହାଇୱା ପଛରେ ପିଟି ହୋଇଯାଇଥିଲା। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଏଥିରୁ ନିସ୍ତାର ମିଳିବ ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories