www.samajalive.in
Monday, December 15, 2025
27.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ ! ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡିଶା ଏବଂ ପଶ୍ଚିବଙ୍ଗ ଉପକୂଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୪ ଜିଲ୍ଲା ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସେସବୁ ଜିଲ୍ଲା ଗୁଡିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲା। ତେଣୁ ଏସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ବାଲେଶ୍ଵର, କଟକ, ଜଗତସିଂହପୁର , ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଆଲର୍ଟ ଜାରି ହୋିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories