www.samajalive.in
Saturday, December 6, 2025
17.1 C
Bhubaneswar

୫ ଜିଲାକୁ ପ୍ରବଳ ବର୍ଷା ସତର୍କତା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃ‌ଷ୍ଟି ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories