www.samajalive.in
Friday, December 5, 2025
27.1 C
Bhubaneswar

୧୨ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିନ୍ତୁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଦକ୍ଷିଣ, ଉତ୍ତର ଏବଂ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆସନ୍ତା ୧୨ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷାର ସମ୍ଭାବନା ରହିଛି।

କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories