www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ବିନ୍‌ ସିଟିରେ ଘନକୁହୁଡି: ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ବର: ରବିବାର ଟ୍ବିନ ସିଟିରେ ଘନ କୁହୁଡି ଦେଖିବାକୁ ମିଳିଛି। ଭୋରରୁ ଘନ କୁହୁଡି ଯୋଗୁଁ  ରାସ୍ତାଘାଟ ଠିକ୍ ଭାବେ ଦେଖାଯାଉନାହିଁ। ଏଥିଯୋଗୁଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆଗାମୀ ଦୁଇ ଦିନ ପାଗ ଶୁଖିଲା ରହିବ । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ଦୁଇ ଦିନ ଘନ କୁହୁଡିର ସମ୍ଭାବନା ରହିଛି। ଏଥିପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଆସନ୍ତା ୬ ଏବଂ ୭ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories