www.samajalive.in
Saturday, December 6, 2025
14.1 C
Bhubaneswar

ଟ୍ବିନ୍ ସିଟିରେ ଘନ କୁହୁଡି: ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ବର: ସକାଳୁ ସକାଳୁ କଟକ ଓ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି।ରାଜଧାନୀ ଭୁବନେଶ୍ୱରରେ ୧୫ ମିଟର ଦୂରକୁ ରାସ୍ତା ଦେଖାଯାଉନାହିଁ । ଫଳରେ ରାସ୍ତାର ଯାତାୟାତରେ ବାଧା ଉପୁଜୁଛି। ସେପଟେ ଆସନ୍ତା ଦୁଇ ଦିନ ଯାଏଁ ୨୩ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହାକୁ ନେଇ ସତର୍କତା ଜାରି କରାଯାଇଛି। ସେପଟେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀରୁ ଅଧିକ ରହିଛି। ରାତି ତାପାମାତ୍ରା ଅଧିକ ରହୁଥିବାରୁ ଶୀତ କମୁଛି। ଆଗାମୀ ୩ ଦିନରେ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories