BJD Bijuli 480×75 Mob

ଗୁରୁବାର ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

BJD Bijuli 480×75 Mob

ଭୁବନେଶ୍ବର: ଆଜି(ବୁଧବାର) ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ  ଗୁରୁବାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେସବୁ ଜିଲ୍ଲା ଗୁଡିକ ହେଲା ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା , କୋରାପୁଟ୍ । ସେହିପରି ଆସନ୍ତା ୪ରୁ ୫ ଦିନ ରାତିର ତାପାମତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.