ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ତୁହାକୁ ତୁହା ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳ ଆନ୍ଧ୍ରପ୍ରଦେଶ ମଧ୍ୟରେ ଆଉ ଏକ … Continue reading ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା