ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ
ଭୁବନେଶ୍ବର : ଆଉ ଏକ ଲଘୁଚାପ ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୪ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ପରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ଆଶଙ୍କା ରହିଛି । ଏହା ପ୍ରଭାବରେ ୪ ତାରିଖରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
Comments are closed.