www.samajalive.in
Monday, December 15, 2025
26.1 C
Bhubaneswar

ଆସୁଛି ବାତ୍ୟା !

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା। ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି କ୍ରମେ ଏହା ଅବପାତ ରୂପ ନେବ। ଆସନ୍ତା ୨୯ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହେବା ପରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣି ପାଗ ବିଭାଗ ପକ୍ଷରୁ ଆଜି ସୂଚନା ମିଳିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories