www.samajalive.in
Sunday, December 14, 2025
19.1 C
Bhubaneswar

ପାଣିପାଗ ବିଭାଗର ସତର୍କ ସୂଚନା; ୫୦ରୁ ୬୦କିମି ବେଗରେ ବହିବ ପବନ

କଟକ: ଆଜି ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜର ଅଞ୍ଚଳରେ ଝଡ଼ ତୋଫାନ ସହ ୫୦ରୁ ୬୦କିମି ପବନ ବହିବାର ସମ୍ଭାବନା ରହିଛି । ଅପରାହ୍ନ ସାଢେ ୨ଟାରୁ ସାଢେ ୬ଟା ପର୍ୟ୍ୟନ୍ତ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories