www.samajalive.in
Sunday, December 7, 2025
13.1 C
Bhubaneswar

ବୁଧବାର ରାଶିଫଳ (୧୧.୧୦.୨୦୨୩)

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ବୃଷ: ଉଦାର ଚରିତସମ୍ପନ୍ନ ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍ମଠ ହେବେ।
ମିଥୁନ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ସ୍ନେହପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ପରୋପକାରୀ ହେବେ।
କର୍କଟ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ସିଂହ: ଆଜି ଏପରି ଗୋଟିଏ ଦିନ, ଯେଉଁଥିରେ କି ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବା ସହିତ ନିଜ ଲୋକଙ୍କୁ ଆପ୍ୟାୟିତ କରିପାରନ୍ତି। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି।
କନ୍ୟା: ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଥଣ୍ଡା, କାଶଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଓ କଥାରେ ପରକୁ ଆପଣାର କରିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ତୁଳା: କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। କରିତ୍‌କର୍ମା ହେବେ।
ବିଛା: କର୍ମକ୍ଷେତ୍ରକୁ ଉଳମୟ କରିପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛାଭାବ ରହିବ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗବିଳାସରେ ଅତିବାହିତ କରିବେ। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସତର୍କରେ ଚଳି​‌େ​‌ବ।
କୁମ୍ଭ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ସେବା ଭାବନାରେ ଉଦ୍‌ବୁଦ୍ଧ ହେବା ସହିତ ପୁଣ୍ୟକର୍ମା ହେବାର ସୂଚନା ମିଳୁଛି।
ମୀନ: ଭ୍ରାତୃଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories