www.samajalive.in
Monday, December 15, 2025
15.1 C
Bhubaneswar

ସାପ୍ତାହିକ ରାଶିଫଳ (୧୭ ରୁ ୨୩/୦୪/୨୦୨୨)

ମେଷ: ରବିବାର ଓ ସୋମବାର ଆୟ ବୃଦ୍ଧି ହେବ। ମଙ୍ଗଳବାର ଓ ବୁଧବାର ଅର୍ଥ ହାନି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗ ଦେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ବଗଳାମୁଖୀଙ୍କ ପୂଜା କରନ୍ତୁ।

ବୃଷ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେବେ। ମଙ୍ଗଳବାର ଓ ବୁଧବାର ଦୂରଯାତ୍ରା କରିପାରନ୍ତି। ଗୁରୁବାର ଓ ଶୁକ୍ରବାର ଜଗିରଖି ଚଳିବେ। ଶନିବାର ବନ୍ଧୁଙ୍କ ସହଯୋଗ ଲୋଡ଼ିବେ। ମହିଳା ଓ ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

ମିଥୁନ: ରବିବାର ଓ ସୋମବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଆୟ ବୃଦ୍ଧି ହେବ। ଗୁରୁବାର ଓ ଶୁକ୍ରବାର କର୍ମପ୍ରବଣତା ପ୍ରକାଶିତ ହେବ। ଶନିବାର କାର୍ଯ୍ୟରେ ଅସଫଳତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।

କର୍କଟ: ରବିବାର ଓ ସୋମବାର ଚିନ୍ତିତ ରହିବେ। ମଙ୍ଗଳବାର ଓ ବୁଧବାର ପ୍ରତିଯୋଗିତାରେ ବିଜୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।

ସିଂହ: ରବିବାର ଓ ସୋମବାର ଯାତ୍ରାଜନିତ କ୍ଳାନ୍ତି ଅନୁଭୂତ ହେବ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଚୋରି ହୋଇପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

କନ୍ୟା: ରବିବାର ଓ ସୋମବାର ଦୂରଯାତ୍ରା କରିପାରନ୍ତି। ମଙ୍ଗଳବାର ଓ ବୁଧବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବ। ଗୁରୁବାର ଓ ଶୁକ୍ରବାର ସାବଧାନତା ଲୋଡ଼ା। ଶନିବାର କର୍ମ ଅନୁସାରେ ଫଳ ପାଇବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଲଳିତାଙ୍କ ମନ୍ତ୍ର ପାଠ କରନ୍ତୁ।

ତୁଳା: ରବିବାର ଓ ସୋମବାର ନୂତନ ନିଯୁକ୍ତି ମିଳିପାରେ। ମଙ୍ଗଳବାର ଓ ବୁଧବାର କାର୍ଯ୍ୟରେ ପଦୋନ୍ନତି ମିଳିବ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ବନ୍ଧୁଙ୍କ ଗହଣରେ ସମୟ ବିତିବ। ମହିଳା ଓ ବିଦ୍ୟାର୍ଥୀ ଶାନ୍ତିଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।

ବିଛା: ରବିବାର ଓ ସୋମବାର ପିଲାମାନଙ୍କୁ ନେଇ ଚିନ୍ତାରେ ପଡ଼ିବେ। ମଙ୍ଗଳବାର ଓ ବୁଧବାର ମାଲିମକଦ୍ଦମାରେ ବିଜୟୀ ହେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ମାନବବାଦୀ ହେବେ। ରିଷ୍ଟଖଣ୍ଡନ ଘୃତ ଦୀପ ଜଳାଇ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।

ଧନୁ: ରବିବାର ଓ ସୋମବାର ଶତ୍ରୁ ପରାସ୍ତ ହେ​‌େ​ବ। ମଙ୍ଗଳବାର ଓ ବୁଧବାର ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ। ଗୁରୁବାର ଓ ଶୁକ୍ରବାର ଧୈର୍ଯ୍ୟବାନ୍‌ ହେବେ। ଶନିବାର ନୂତନ ଚିନ୍ତାଧାରାଯୁକ୍ତ ହେବେ। ମହିଳା ଓ ବିଦ୍ୟାର୍ଥୀ ପରୋପକାରୀ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ସହସ୍ରନାମ ପାଠ କରନ୍ତୁ।

ମକର: ରବିବାର ଓ ସୋମବାର କାର୍ଯ୍ୟରେ ଅଶାନ୍ତି ଦେଖାଦେବ। ମଙ୍ଗଳବାର ବୁଧବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ଗୁରୁବାର ଓ ଶୁକ୍ରବାର ଯାତ୍ରା ସ୍ଥଗିତ ରଖିବା ଭଲ । ଶନିବାର ମଧ୍ୟମଫଳ ପ୍ରାପ୍ତ ହେବ । ମହିଳା ଓ ବିଦ୍ୟାର୍ଥୀ ବିଷାଦଗ୍ରସ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବସ୍ତୋତ୍ର ପାଠ କରନ୍ତୁ।

କୁମ୍ଭ: ରବିବାର ଓ ସୋମବାର ଲାଭବାନ ହେବେ। ମଙ୍ଗଳବାର ଓ ବୁଧବାର ଶତ୍ରୁଦ୍ବାରା ପରାସ୍ତ ହେବେ। ବ୍ୟୟବୃଦ୍ଧି ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କ୍ରିୟାଶୀଳ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।

ମୀନ: ରବିବାର ଓ ସୋମବାର ଅଧିକ ଆତ୍ମବିଶ୍ବାସ ଆପଣଙ୍କୁ ଅସୁବିଧାରେ ପକାଇବ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତ ହେବ। ଗୁରୁବାର ଠାରୁ ଶନିବାର ପର୍ଯ୍ୟନ୍ତ ଆଣ୍ଠୁ ଗଣ୍ଠି ଜନିତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ବିଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories