ସାପ୍ତାହିକ ରାଶିଫଳ ୩୧.୦୭.୨୨-୦୬.୦୮.୨୨

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରଶଂସିତ ହେବେ। ବୁଧବାର ଓ ଗୁରୁବାର ଋଣଗ୍ରସ୍ତ ହୋଇପାରନ୍ତି। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପିଲାଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବୁଧବାର ଓ ଗୁରୁବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ବିବାଦରେ ପଡ଼ିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଉପକୃତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଶିବତାଣ୍ଡବ ସ୍ତୋତ୍ର ପାଠ କରନ୍ତୁ।
ମିଥୁନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ପ୍ରତିଷ୍ଠିତ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଲଂ ଲଳିତାଭ୍ୟାଂ ନମଃ ମନ୍ତ୍ର ଜପ କରନ୍ତୁ।
କର୍କଟ: ରବିବାର ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ସୋମବାର ଓ ମଙ୍ଗଳବାର ଯାତ୍ରା ଜନିତ ଦୁର୍ଘଟଣାର ସମ୍ମୁଖୀନ ହେବେ। ବୁଧବାର ଓ ଗୁରୁବାର ମାଲିମକଦ୍ଦମାରେ ବିଜୟୀ ହେବେ। ଶୁକ୍ରବାର ଓ ଶନିବାର କାର୍ଯ୍ୟରେ ଲାଭାବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ନମଃ ଶିବାୟ ମନ୍ତ୍ର ଜପ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ଓ ବ୍ୟୟ ସମାନ ରହିବ। ବୁଧବାର ଓ ଗୁରୁବାର ଆର୍ଥିକ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର କ୍ରିୟାଯୋଗୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପ୍ରାପ୍ତ କରି​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ମା’ ମାତଙ୍ଗୀଙ୍କ କବଚ ପାଠ କରନ୍ତୁ।
କନ୍ୟା: ରବିବାର ଶ୍ରୀଲାଭ ହେବ। ସୋମବାର ଓ ମଙ୍ଗଳବାର ଗୋଡ଼ ଓ ଅଣ୍ଟାରେ ଯନ୍ତ୍ରଣା ଦେଖାଦେବ। ବୁଧବାର ଓ ଗୁରୁବାର ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ଶତ୍ରୁଦ୍ବାରା କବଳିତ ହେବେ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ତ୍ରିପୁରା ସୁନ୍ଦରୀଙ୍କ କବଚ ପାଠ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ମିଳିପାରେ। ବୁଧବାର ଓ ଗୁରୁବାର ମାଆଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ସହଯୋଗ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କାର୍ଯ୍ୟବ୍ୟସ୍ତ ରହିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରନ୍ତୁ।
ବିଛା: ରବିବାର କୃଷିଜାତ ଦ୍ରବ୍ୟରୁ ଲାଭବାନ ହେବେ। ସୋମବାର ଓ ମଙ୍ଗଳବାର ବାକ୍‌ ସଂଯମତା ରକ୍ଷା କରନ୍ତୁ। ବୁଧବାର ଓ ଗୁରୁବାର ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ଜଗିରଖି ଚଳିବେ। ମହିଳା ଓ ବିଦ୍ୟାର୍ଥୀ ମନନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ଶତ୍ରୁଜନିତ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ତାରେ ତୁତାରେ ତୁରେ ସ୍ବାହା ମନ୍ତ୍ର ଜପ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଯଶ, ମାନ ଓ ଗୌରବ ବୃଦ୍ଧି ହେବ। ଶନିବାର ସାବଧାନତା ଲୋଡ଼ା। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶିବ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସାମାଜିକ କାର୍ଯ୍ୟରେ ଯୋଗଦେବେ। ବୁଧବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। ଶନିବାର ମାନସିକ ଅବସାଦ ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।
ମୀନ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆଘାତ ପ୍ରାପ୍ତ ହେବେ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ। ଶନିବାର କାର୍ଯ୍ୟରେ ସଫଳତା ପାଇବେ। ମହିଳା ଓ ବିଦ୍ୟାର୍ଥୀ କର୍ମଯୁକ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ଦୁର୍ଗାଙ୍କ ମନ୍ତ୍ର ଜପ କରନ୍ତୁ।

Comments are closed.