ଏ ସପ୍ତାହ କେମିତି କଟିବ, ଜାଣନ୍ତୁ ଭାଗ୍ୟଫଳ

ମେଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଆୟ ବୃଦ୍ଧି ହେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ ଓ ବସ୍ତ୍ରଦାନ କରନ୍ତୁ। ବିଶ୍ବ କର୍କଟ ଦିବସ:ମାରାତ୍ମକ କ୍ୟାନ୍ସରର ଭୟାବହତାରୁ ରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ … Continue reading ଏ ସପ୍ତାହ କେମିତି କଟିବ, ଜାଣନ୍ତୁ ଭାଗ୍ୟଫଳ