କେମିତି କଟିବ ଏ ସପ୍ତାହ, କଣ ରହିଛି ଆପଣଙ୍କ ଭାଗ୍ୟଫଳ

ମେଷ: ରବିବାର, ସୋମବାର ବନ୍ଧୁ ସହଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଲୋଡ଼ା। ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ମଧ୍ୟମଫଳ ପ୍ରାପ୍ତି ହେବ। ଆୟ ଓ ବ୍ୟୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ର ତୁଣ୍ଡାୟ ଧୀମହି ତନ୍ନୋଦନ୍ତୀ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ। ବୃଷ: ରବିବାର ଓ ସୋମବାର ଆୟ ଅପେକ୍ଷା ବ୍ୟୟ … Continue reading କେମିତି କଟିବ ଏ ସପ୍ତାହ, କଣ ରହିଛି ଆପଣଙ୍କ ଭାଗ୍ୟଫଳ