www.samajalive.in
Wednesday, December 10, 2025
26.1 C
Bhubaneswar

ଫୁଲବାଣୀ ପଞ୍ଚାୟତ ସମିତିର ନୂତନ ବିଡିଓଙ୍କୁ ସ୍ୱାଗତ 

ଫୁଲବାଣୀ : କନ୍ଧମାଳ ଜିଲା ଫୁଲବାଣୀ ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ସୋମ୍ୟ ରଞ୍ଜନ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଖଜୁରୀପଡା ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। । ନୂତନ ବିଡିଓ ଭାବେ ପାତ୍ର ଯୋଗ ଦେଇଥିବାବେଳେ ଆଜି ଫୁଲବାଣୀ ଗ୍ରାମୀଣ ମଣ୍ଡଳ ବିଜେପି ସଭାପତି ଆଦିତ୍ୟ କହଁରଙ୍କ ନେତୃତ୍ୱରେ ଗୋଲକ ବିହାରୀ କହଁର, ଭାଗିରାମ ଦିଗାଲ, ପ୍ରକାଶ ପ୍ରଧାନ, ସିକନ ରଣା, ବିଧାୟକଙ୍କ ସ୍ୱାସ୍ଥ୍ୟ ପ୍ରତିନିଧି କରୁଣାକର ସାହୁ, ରାମ ଚନ୍ଦ୍ର କହଁରଙ୍କ ସମେତ ଅନେକ ବିଜେପି କର୍ମୀ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories