www.samajalive.in
Saturday, December 6, 2025
26.1 C
Bhubaneswar

କୂଅ ମଧ୍ୟରୁ ଦୁଇ ଭଉଣୀଙ୍କ ମୃତଦେହ ଉଦ୍ଧାର

ଗଜପତି: ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅ ଭିତରୁ ଦୁଇ ଭଉଣୀଙ୍କ ମୃତଦେହ ଠାବ କରାଯାଇଛି। ନିଜ ଘର ସାମ୍ନା କୂଅରେ ଦୁଇ ଭଉଣୀଙ୍କ ମୃତଦେହ ମିଳିବା ପରେ ସନ୍ଦେହ ଜାତ ହୋଇଛି। ଅଗ୍ନିଶମ ବିଭାଗ ଓ ପୁଲିସ କୂଅ ମଧ୍ୟରୁ ଉଭୟଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ପୁଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

ତେବେ କେଉଁ ପରିସ୍ଥିତିରେ ଉଭୟଙ୍କ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇ ନ ଥିବା ଜଣା ପଡିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories