www.samajalive.in
Sunday, December 7, 2025
14.1 C
Bhubaneswar

୩ ଦିନିଆ ଓଡ଼ିଶା ଗସ୍ତରେ ମମତା ବାନାର୍ଜୀ

ଭୁବନେଶ୍ବର: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ସେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ତାଙ୍କୁ ସ୍ବାଗତ କରିଛନ୍ତି। ଭୁବନେଶ୍ବରରେ ପହଞ୍ଚିବା ପରେ ସେ ସଡ଼କ ପଥରେ ପୁରୀ ଅଭିମୁଖେ ବାହାରି ଯାଇଛନ୍ତି। ମଙ୍ଗଳବାର ଓ ବୁଧବାର ସେ ପୁରୀରେ ରହି​‌ବେ ଓ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ୨୩ ତାରିଖରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ମମତା କୋଲକାତା ଫେରିଯିବେ ବୋଲି ଜଣାପଡ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories