www.samajalive.in
Wednesday, December 10, 2025
14.1 C
Bhubaneswar

ଜରୁରୀକାଳୀନ କାର୍ଯ୍ୟରେ ଯୋଗଦେଲେ ପଶ୍ଚିମବଙ୍ଗର କନିଷ୍ଠ ଡାକ୍ତର, ଧର୍ମଘଟ ପ୍ରତ୍ୟାହୃତ

ଡେସ୍କ: ପଶ୍ଚିମବଙ୍ଗର ସମସ୍ତ ମେଡିକାଲ କଲେଜରେ କନିଷ୍ଠ ଡାକ୍ତରମାନେ ଜରୁରୀକାଳୀନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଅଗଷ୍ଟ ୯ ତାରିଖରେ କୋଲକାତାର ଆର୍ ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ପ୍ରଶିକ୍ଷାର୍ଥୀ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ୪୨ ଦିନ ପରେ କନିଷ୍ଠ ଡାକ୍ତରମାନେ ଧର୍ମଘଟ ପ୍ରତ୍ୟାହାର କରିବା ସହ ଜରୁରୀକାଳୀନ ସ୍ୱାସ୍ଥ୍ୟସେବାରେ ଯୋଗ ଦେଇଛନ୍ତି।

ରାଜ୍ୟର ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲର ସୁରକ୍ଷା ପାଇଁ ରାଜ୍ୟ ସରକାର ୧୦ ସୂତ୍ରୀ ନିର୍ଦ୍ଦେଶନାମା ଜାରି କରିଥିଲେ। କନିଷ୍ଠ ଡାକ୍ତରମାନେ ଓପିଡି ସେବାରେ ଯୋଗ ଦେଇ ନାହାନ୍ତି ଏବଂ ନ୍ୟାୟ ପାଇଁ ସେମାନଙ୍କ ଲଢ଼େଇ କୋର୍ଟରେ ଜାରି ରହିବ ବୋଲି ସେମାନେ ଜଣାଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories