www.samajalive.in
Saturday, December 6, 2025
16.1 C
Bhubaneswar

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଫଳାଫଳ :୧୦ ଆସନରେ ବିଜୟୀ, ୬୦୧ରେ ଆଗୁଆ ଟିଏମ୍‌ସି

କୋଲକାତା : ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନର ଗଣତି ମଙ୍ଗଳବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, ତ୍ରୁଣ ମୂଳ କଂଗ୍ରେସ ୧୦ଟି ଆସନରେ ବିଜୟୀ ହୋଇଥିବାବେଳେ ୬୦୧ ଆସନରେ ଆଗରେ ରହିଛି ଟିଏମ୍‌ସି। ଭାରତୀୟ ଜନତା ପାର୍ଟି(ଭାଜପା) ୧୩୦ ଆସନରେ ଆଗରେ ରହିଥିବାବେଳେ ସିପିଆଇ ୪ଟି ଆସନରେ ଆଗରେ ରହିଛି। ସିପିଆଇ(ଏମ) ୧୩୧ ଆସନରେ ଆଗରେ ଚାଲିଛି। କଂଗ୍ରେସ ୧୮, ଅନ୍ୟ ୨୬ ଓ ନିର୍ଦ୍ଦଳୀୟ ବା ସ୍ବାଧୀନ ପ୍ରାର୍ଥୀ ୬୯ଟି ଆସନରେ ଆଗରେ ରହିଥିବା ସଦ୍ୟ ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories