www.samajalive.in
Tuesday, December 9, 2025
15.1 C
Bhubaneswar

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ହିଂସା : ମୃତ୍ୟୁ ସଂଖ୍ୟା ୧୨ ଛୁଇଁଲା

କୋଲକାତା : ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା ସତ୍ତ୍ବେ ବି ମତଦାନ ଜାରି ରହିଥିବା ଜଣାପଡ଼ିଛି। ହିଂସା ରୋକିବାକୁ ବ୍ୟାପକ ପୁଲିସ ବଳ ମୁତୟନ ହୋଇଥିଲେ ବି ହିଂସା ଥମିବାର ନାଁ ନେଉନି। ହିଂସା ଯୋଗୁ ଏ ପର୍ଯ୍ୟନ୍ତ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୫ ଟିଏମସି ଏବଂ ବିଜେପି ଏବଂ କଂଗ୍ରେସ କର୍ମୀ ରହିଥିବା ରିପୋର୍ଟରୁ ପ୍ରକାଶ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories