ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା ; ଏଯାଏଁ ୫ ମୃତ,୨୫ ଆହତ..

ଦାର୍ଜିଲିଂ : ପଶ୍ଚିମବଙ୍ଗ ଦାର୍ଜିଲିଂରେ ସୋମବାର ବଡ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଥିବା ଦାର୍ଜିଲିଂ ଅତିରିକ୍ତ ଏସପିଙ୍କ ପକ୍ଷରୁ ସୂଚନା ମିଳିଛି। କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ ଦୁର୍ଘଟଣା ଘଟିଛି। ଆଗକୁ ମୃତାହତଙ୍କ ସଂଖ୍ୟା ବଢିବା ସମ୍ଭାବନା ରହିଛି। ଏକ୍ସପ୍ରେସର ୩ଟି ବଗି କ୍ଷତିଗ୍ରସ୍ତ ହୋଇଥିବା … Continue reading ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଟ୍ରେନ୍ ଦୁର୍ଘଟଣା ; ଏଯାଏଁ ୫ ମୃତ,୨୫ ଆହତ..