କୋଲକାତା : ସୋମବାର ପଶ୍ଚିମବଙ୍ଗର ୨୨ଟି ଜିଲା ମଧ୍ୟରୁ ୧୯ଟିର ମୋଟ ୬୯୭ଟି ବୁଥରେ ପଞ୍ଚାୟତ ନିର୍ବାଚନ ପାଇଁ ସାନି ମତଦାନ ଆରମ୍ଭ ହୋଇଛି । ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ହିଂସା ଆଶଙ୍କା ଥିବାରୁ ମତଦାନ କେନ୍ଦ୍ରରେ କେନ୍ଦ୍ରୀୟ ବାହିନୀ ମୁତୟନ କରାଯାଇଛି
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!