ନିଦ୍ରା କମ୍‌‌ ହେଲେ ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଖରାପ ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ପିଲାମାନଙ୍କର ମାନସିକ ସ୍ୱାସ୍ଥ୍ୟ ପାଇଁ ପର୍ଯ୍ୟାପ୍ତ ନିଦ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଅନୁସନ୍ଧାନ ଅନୁଯାୟୀ ପିଲାଦିନରେ ନିଦ୍ରାର ଅଭାବ ହେତୁ ଅଧିକାଂଶ ପିଲାମାନଙ୍କର ମସ୍ତିଷ୍କ ଉପରେ ଖରାପ ପ୍ରଭାବ ପକାଇଥାଏ। ବିଶେଷକରି ସାଇକୋସିସ୍‌‌ ହେବାର ଆଶଙ୍କା ଅଧିକ ରହିଥାଏ। ବ୍ରିଟେନର ଏକ ବିଶ୍ୱବିଦ୍ୟାଳୟରେ ୧୨ହଜାର ପିଲାଙ୍କୁ ନେଇ ଏକ ରିସର୍ଚ କରାଯାଇଥିଲା। ଅନୁସନ୍ଧାନ ବେଳେ ସେମାନଙ୍କ ଶୋଇବା ଅବଧି ଉପରେ ନଜର ରଖାଯାଇଥିଲା। ଏହି ବିଶେଷ ପ୍ରକାରର ଅନୁସନ୍ଧାନରେ ଗବେଷକମାନେ ୬ମାସରୁ ୭ବର୍ଷ ବୟସର … Continue reading ନିଦ୍ରା କମ୍‌‌ ହେଲେ ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଖରାପ ହୋଇପାରେ