www.samajalive.in
Monday, December 15, 2025
14.1 C
Bhubaneswar

ରାଜ୍ୟର କେତେକ ସ୍ଥାନ​‌ରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳବର୍ତ୍ତୀ ଏବଂ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ ବଳୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ପୁରୀର ନିମାପଡାରେ ସର୍ବାଧିକ ୭ ସେମି ବର୍ଷା ରେକର୍ଡ କରାଯାଇଥିବା ବେଳେ ମୟୂରଭଞ୍ଜର ତିରିଂ ଓ କେନ୍ଦୁଝର ଆନନ୍ଦପୁରରେ ୬ ସେମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories