www.samajalive.in
Sunday, December 7, 2025
14.1 C
Bhubaneswar

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ : ପୁରୀ ସହରକୁ ଜଗିବ ସିସିଟିଭି । ଏଥିପାଇଁ ‘ସିସିଟିଭି ଯୋଜନା’ କାର୍ଯ୍ୟକାରୀ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି । ଯୋଜନା ଅନୁସାରେ ସହରର ବିଭିନ୍ନ ପ୍ରବେଶ ପଥ ଯଥା ସମଙ୍ଗ, ମାଳତୀପାଟପୁର, ମଙ୍ଗଳାଘାଟ ଆଦି ସ୍ଥାନରେ ୬୨୦ ସିସିଟିଭି କ୍ୟାମେରା ଲାଗିବ। ଏହି ପଦକ୍ଷେପ ଫଳରେ ସହର ଅପରାଧମୁକ୍ତ ହେବା ସହିତ ଟ୍ରାଫିକ୍ ସୁପରିଚାଳନା ହୋଇପାରିବ ବୋଲି ଜିଲାପାଳ କହିଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories