www.samajalive.in
Monday, December 15, 2025
26.1 C
Bhubaneswar

୮୮ଲିଟର ମଦ ଜବତ , ବେପାରୀ ଗିରଫ 

ଭଦ୍ରକ: ଆରଡି ଫାଣ୍ଡି ଅଧିନସ୍ଥ ପହଣା ବସଷ୍ଟାଣ୍ଡ ନିକଟରେ ଅଭାବନୀୟ ଘଟଣା ଘଟିଛି। ୮୮ ଲିଟର ମଦ ଜବତ ହୋଇଥିବାବେଳେ ଜଣେ ଗିରଫ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଦୀର୍ଘଦିନ ଧରି ଦେଵେନ୍ଦ୍ର ଦାସ ନାମକ ବ୍ୟକ୍ତି ଚୋରାରେ ମଦ ବେପାର କରି ଆସୁଥିଲା। ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଆରଡି ଫାଣ୍ଡି ଅଧିକାରୀ ଅଭିମନ୍ୟୁ ଦାସ ଓ ତାଙ୍କର ସହଯୋଗୀଙ୍କୁ ନେଇ ଅଚାନକ ଚଢ଼ାଉ କରି ୮୮.୮ଲିଟର ମଦ ଜବତ କରିବା ସହ ଦେଵନ୍ଦ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories