ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର ୨ ସହରର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି। ୮ ଡିଗ୍ରୀ ସହ ଦାରିଙ୍ଗବାଡି ସବୁଠୁ ଥଣ୍ଡା ଥିବାବେଳେ ଫୁଲବାଣୀରେ ତାପମାତ୍ରା ୯.୫ ଡିଗ୍ରୀ ରହିଥିଲା। କଟକରେ ତାପମାତ୍ରା ଆଜି ୧୪.୪ ଡିଗ୍ରୀ ଥିବାବେଳେ ଭୁବନେଶ୍ବରରେ ତାପମାତ୍ରା ୧୪.୮ ଡିଗ୍ରୀ ସେଲସିୟସ ରହିଥିଲା ।
Popular Categories



