www.samajalive.in
Saturday, December 6, 2025
14.1 C
Bhubaneswar

ଶୀତରେ ଥରୁଛି ସାରା ଓଡିଶା ; ୮ ଡିଗ୍ରୀ ସହ ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। ୧୦ ଡିଗ୍ରୀ ତଳେ ସୋମବାର ୧୦ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୮ ଡିଗ୍ରୀ ସହ ଜି.ଉଦୟଗିରି ଓ କିରେଇ ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରାଯାଇଛି।


କୋରାପୁଟ ୮.୬,ଅନୁଗୁଳ, କେନ୍ଦୁଝର, ଫୁଲବାଣୀ, ଦାରିଙ୍ଗବାଡି ୯ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ରାଣୀତାଲ ୯.୬, ସୁନ୍ଦରଗଡ ଓ ରାଉରକେଲା ୯.୮ ଡିଗ୍ରୀ ରେକର୍ଡ କରାଯାଇଛି। କଟକ ଓ ଭୁବନେଶ୍ୱରର ରାତି ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories