www.samajalive.in
Saturday, December 6, 2025
15.1 C
Bhubaneswar

ଥରୁଛି ଓଡିଶା ; ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ଶୀତରେ ଥରୁଛି ସାରା ଓଡିଶା। କିଛି ଦିନ ହେବ ସାରା ରାଜ୍ୟରେ ପ୍ରବଳରୁ ଅତି ଥଣ୍ଡା ଅନୁଭୂତ ହେଉଛି। ସୋମବାର ରାତି ସୁଦ୍ଧା ୧୦ ସହରର ରାତି ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି।


କନ୍ଧମାଳ ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର। ଜି.ଉଦୟଗିରି ୬.୫, ସୁନ୍ଦରଗଡ କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮, ସୁନ୍ଦରଗଡ ୯, ଝାରସୁଗୁଡା ୯.୨, ଦାରିଙ୍ଗବାଡି ୯.୫, ଅନୁଗୁଳ ଓ ରାଉରକେଲା ୯.୬, କଟକ ୧୩.୫, ଭୁବନେଶ୍ୱର ତାପମାତ୍ରା ୧୩.୮ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories