BJD Bijuli 480×75 Mob

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

BJD Bijuli 480×75 Mob

ଡେସ୍କ :  ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଶୀତକାଳୀନ ଅଧିବେଶନରେ ମୋଟ୍‌‌ ୩୦ଟି କାର୍ଯ୍ୟ ଦିବସ ରହିବ । ଏ ନେଇ ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।

Comments are closed.