www.samajalive.in
Monday, December 8, 2025
27.1 C
Bhubaneswar

ଡିସେମ୍ବର ୪ରୁ ଶୀତକାଳୀନ ଅଧିବେଶନ

ଡେସ୍କ: ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତାକାଲି (ଡିସେମ୍ବର ୪)ଠାରୁ ଆରମ୍ଭ ହେବ। ଚଳିତ ଅଧିବେଶନକୁ ସୁରୁଖୁୁରୁରେ ଚଳାଇବା ନେଇ ଗତକାଲି ସର୍ବଦଳୀୟ ବୈଠକ ବସିଥିଲା। ଏହି ଶୀତକାଳୀନ ଅଧିବେଶନ ଡିସେମ୍ବର ୨୨ ପର୍ଯ୍ୟନ୍ତ ଚାଲିବ। ଏଥିରେ ୨୧ଟି ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ସେଥିମଧ୍ୟରୁ ୧୯ଟି ବିଧେୟକ ଓ ୨ଟି ବିତ୍ତୀୟ ଚିଠା ରହିଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି।

ଶ୍ରୀ ଯୋଶୀ କହିଛନ୍ତି, ଶୀତକାଳୀନ ଅଧିବେଶନରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ବିଧେୟକ ଆଗତ ହେବ। ଏହାବାଦ୍ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ବିଧେୟକ ଉପରେ ଅଧିବେଶନରେ ଆଲୋଚନା ହେବ। ଅନ୍ୟପକ୍ଷରେ ବିରୋଧୀ ଦଳମାନଙ୍କ ତରଫରୁ ଯେଉଁ ସବୁ ପ୍ରସଙ୍ଗ ଉତ୍‌ଥାପନ କରାଯିବ ସେ ସମ୍ପର୍କରେ ସଂସଦରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଥିବା ସେ କହିଛନ୍ତି।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories