www.samajalive.in
Saturday, December 6, 2025
26.1 C
Bhubaneswar

ସଂସଦର ଶୀତ ଅଧିବେଶନ ଡିସେମ୍ବର ୭ରୁ

ନୂଆଦିଲ୍ଲୀ :  ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ମାସ ୭ ତାରିଖରୁ ଆରମ୍ଭ ହେବ । ଏହି ଅଧିବେଶନ ଡିସେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଛନ୍ତି ଏହି ୨୩ ଦିନିଆ ଶୀତକାଳୀନ ଅଧିବେସନରେ ୧୭ଟି କାର୍ଯ୍ୟ ଦିବସ ରହିଛି ।

ଅଧିବେଶନ କାଳରେ ଗୃହକାର୍ଯ୍ୟ ସୂଚାରୁ ରୂପେ ଚାଲିବା ସହ ବିଭିନ୍ନ ପ୍ରସଙ୍ଗରେ ସାର୍ଥକ ଆଲୋଚନା ହେବ ବୋଲି ଶ୍ରୀ ଯୋଶୀ ଆଶା ପ୍ରକାଶ କରିଛନ୍ତି।

- Advertisement -

 

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories