www.samajalive.in
Friday, December 5, 2025
27.1 C
Bhubaneswar

୧୦ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୭.୫ ଏବଂ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଛି। ୧୫ ଡିଗ୍ରୀ ତଳେ ଟ୍ବିନ୍‌ ସିଟିର ରାତ୍ରି ତାପମାତ୍ରା ଥିବାବେଳେ କଟକରେ ୧୪.୬ ଓ ଭୁବନେଶ୍ୱରର ତାପମାତ୍ରା ୧୪.୧ ଡିଗ୍ରୀ ରହିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories