www.samajalive.in
Thursday, December 11, 2025
14.1 C
Bhubaneswar

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ସାରା ରାଜ୍ୟ ହାଡ଼ଭଙ୍ଗା ଶୀତରେ ଥରୁଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକ ଅପେକ୍ଷା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲା ଗୁଡ଼ିକରେ ପ୍ରଚଣ୍ଡ ଶୀତ ପ୍ରକୋପ ଅନୁଭୂତ ହେଉଛି। କିଛିଦିନ ହେଲା ଶୀତ ଲହରୀ ଜାରି ରହିଥିବା ବେଳେ ଆହୁରି ୨ଦିନ ପର୍ଯ୍ୟନ୍ତ ଶୀତ ଲହରୀ ପ୍ରକୋପ ଲାଗି ରହିବାର ସମ୍ଭାବନା ରହିଛି।

ଆଜି ରାଉରକେଲା ଓ ଝାରସୁଗୁଡାରେ ପାରଦ ୭ ଡିଗ୍ରୀ ତଳକୁ ଖସିଛି। ରାଉରକେଲାରେ ୬.୬ ଓ ଝାରସୁଗୁଡାରେ ୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ଵରରେ ତାପମାତ୍ରା ୧୧.୮ ଡିଗ୍ରୀ ରେକର୍ଡ ହୋଇଛି। ସେପଟେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ଶୀତ ଓ ଘନ କୁହୁଡ଼ିର ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories