www.samajalive.in
Thursday, December 11, 2025
27.1 C
Bhubaneswar

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ ତଳେ ରହିଛି ୧୬ ସହରର ତାପମାତ୍ରା। ସେମିଳିଗୁଡାରେ ସର୍ବନିମ୍ନ ୩.୫ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଜି.ଉଦୟଗିରିରେ ୪, ଫୁଲବାଣୀରେ ୫.୨ ଡିଗ୍ରୀ , ଚିପିଲିମାରେ ୬.୧ , ରାଉରକେଲାରେ ୬.୬ , ଝାରସୁଗୁଡାରେ ୬.୮ ଡିଗ୍ରୀ ରହିଛି। ସେହିପରି ଦାରିଙ୍ଗବାଡିରେ ୭, ଭବାନୀପାଟଣା ଓ ଅନୁଗୁଳରେ ୮ , କିରେଇରେ ୮.୧ ଡିଗ୍ରୀ ତାପମାତ୍ରା ରହିଛି। ନବରଙ୍ଗପୁରରେ ୮.୬ , କୋରାପୁଟ ଏବଂ ବଲାଙ୍ଗୀରରେ ତାପମାତ୍ରା ୯.୩ ଡିଗ୍ରୀ, କେନ୍ଦୁଝର ଓ ସୁନ୍ଦରଗଡରେ ୯.୬ , ସୋନପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories