www.samajalive.in
Saturday, December 13, 2025
23.1 C
Bhubaneswar

ଶୀତରେ ଥରୁଛି ସାରା ଓଡିଶା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି। ଫଳରେ ପ୍ରବଳ ଜାଡରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଆଭ୍ୟନ୍ତରିଣ ଓଡିଶାରେ ହାଡ ଭଙ୍ଗା ଶୀତ ଜାରି ରହିଛି। ରାଉରକେଲାରେ ୮, ଝାରସୁଗୁଡାରେ ୮.୨ , କେନ୍ଦୁଝରରେ ୧୦.୨ , ସମ୍ବଲପୁରରେ ୧୧.୪ , ହୀରାକୁଦରେ ୧୨.୨ , ଭୁବନେଶ୍ଵରରେ ୧୨.୬ ଡିଗ୍ରୀ , ବାଲେଶ୍ଵରରେ ୧୪.୨, ଗୋପାଳପୁରରେ ୧୪.୩ ଓ ଚାନ୍ଦବାଲିରେ ୧୪.୫ ଡିଗ୍ରୀ ରେକର୍ଡ ହୋଇଛି।

କେବଳ କୋରାପୁଟ ଏବଂ କନ୍ଧମାଳ ଜିଲାରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେଉଛି ତାହା ନୁହେଁ; ବରଂ ପଶ୍ଚିମରୁ ଉପକୂଳ ଏବଂ ଦକ୍ଷିଣରୁ ଉତ୍ତର ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲା ଗୁଡ଼ିକରେ ପ୍ରଚଣ୍ଡ ଶୀତ ପଡୁଛି। ପାଣିପାଗ ବିଶେଷଜ୍ଞଙ୍କ ମତରେ ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଶୀତ ପ୍ରକୋପରୁ ଆଶ୍ବସ୍ତି ମିଳିବା ସମ୍ଭାବନା ନାହିଁ।

Hot this week

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

Related Articles

Popular Categories